ଜିଲ୍ଲା ମୁଖି‌ଆଙ୍କୁ ଗୁରୁମନ୍ତ୍ର ଦେବେ ପିସିସି ସଭାପତି

ଭୁବନେଶ୍ୱର : ଆଜି ନବ ନିର୍ବାଚିତ ଜିଲ୍ଲା କଂଗ୍ରେସ ସଭାପତି ଓ କାର୍ଯ୍ୟକାରୀ ସଭାପତିଙ୍କ ବୈଠକ ରାଜ୍ୟ କଂଗ୍ରେସ ଭବନରେ ଅନୁଷ୍ଠିତ ହେବ। ଗତ ୯ ତାରିଖରେ ଏଆଇସିସି ପକ୍ଷରୁ ୩୩ଟି ସାଂଗଠନିକ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା ପରେ ଏହା ହେଉଛି ପ୍ରଥମ ବୈଠକ। ବୈଠକରେ ଜିଲ୍ଲା କମିଟିର ଅନ୍ୟ କର୍ମକର୍ତ୍ତା ଚୟନ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହେବ।

ଏଥିସହ ୨୦୧୯ ସାଧାରଣ ନିର୍ବାଚନ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତି ସହ କିଭଳି ଜିଲ୍ଲା ସଂଗଠନକୁ ତୃଣମୂଳ ସ୍ତରରୁ ସୁଦୃଢ କରାଯିବ, ସେନେଇ ପିସିସି ସଭାପତି ଜିଲ୍ଲା ମୁଖିଆଙ୍କୁ ଗୁରୁମନ୍ତ୍ର ଦେବେ। ଆଗାମୀ ଦିନରେ ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ ଉପରେ ମଧ୍ୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି। ତେବେ ଜିଲ୍ଲା ସଂଗଠନର ସଭାପତି ଓ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା ପରେ ଯେଉଁ ଅଞ୍ଚଳରେ ବାଦବିବାଦ ଦେଖାଦେଇଛି, ବୈଠକରେ ସେହି ଦ୍ୱନ୍ଦ୍ୱ ଦୂର ପାଇଁ ମଧ୍ୟ ଉଦ୍ୟମ ହେବ ବୋଲି ଚର୍ଚ୍ଚା ହେଉଛି।

ଆହୁରି ପଢ଼ନ୍ତୁ

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

You might also like