ୟେଦ୍ୟୁରପ୍ପାଙ୍କ ଶପଥ ଗ୍ରହଣକୁ ବିରୋଧ

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ୟେଦ୍ୟୁରପ୍ପାଙ୍କ ଶପଥ ଗ୍ରହଣକୁ ବିରୋଧ କରିଛି କଂଗ୍ରେସ। ଏହାର ପ୍ରତିବାଦ କରି ଦଳର ନେତାମାନେ କର୍ଣ୍ଣାଟକ ବିଧାନସୌଦ ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି। ଏହି ଧାରଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ସହ ଜି.ଏନ୍. ଆଜାଦ୍, ଅଶୋକ ଗେହଲଟ୍, ମଲ୍ଲିକାର୍ଜ୍ଜୁନ ଖଡଗେ ସାମିଲ ହୋଇଛନ୍ତି। ବିଜେପି ସହିତ ଜେଡିଏସ୍ ନେତା ମାନେ ମଧ୍ୟ ଏହି ଧାରଣାରେ ସାମିଲ ହୋଇଛନ୍ତି।

ଏଥିରେ ପ୍ରତିକ୍ରିୟା ରଖି ସିଦ୍ଧରମୈୟା କରିଛନ୍ତି ଯେ, “ଆମେ ଲୋକଙ୍କ ପାଖକୁ ଯିବୁ ଏବଂ ବିଜେପି କିପରି ଗଣତନ୍ତ୍ର ଉପରେ ବିଶ୍ୱାସ ନ ରଖି ସମ୍ବିଧାନ ବିରୋଧୀ କାର୍ଯ୍ୟ କରୁଛି ସେ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବୁ।”

ଅନ୍ୟପଟେ କଂଗ୍ରେସର ୨ ଜଣ ବିଧାୟକ ଗାଏବ ଥିବା କୁହାଯାଇଛି। ରାୟଚୁର ମସ୍କିର ବିଧାୟକ ପ୍ରତାପ ଗୌଡ଼ ପାଟିଲ ଏବଂ ବେଲ୍ଲାରୀର ବିଧାୟକ ଆନନ୍ଦ ସିଂ ଗାଏବ ଥିବା ସୂଚନା ମିଳୁଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like