ନିଖୋଜ କନଷ୍ଟେବଲଙ୍କ ମୃତଦେହ ଉଦ୍ଧାର

ପୁରୀ : ପୁରୀରେ ଗତକାଲିଠାରୁ ନିଖୋଜ ଥିବା କନଷ୍ଟେବଲଙ୍କ ମୃତଦେହ ଉଦ୍ଧାର। ପେଣ୍ଠକଟା ନିକଟ ସମୁଦ୍ର ବେଳାଭୂମିରୁ ମୃତଦେହକୁ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଉଛନ୍ତି ତ୍ରିପୁରା ପୋଲିସର  କନଷ୍ଟେବଲ ସୁମନ ନାଥ। ସେ ନିଜ ପରିବାର ସହ ପୁରୀ ବୁଲିବାକୁ ଆସିଥିଲେ।

ଚକ୍ରତୀର୍ଥ ରୋଡସ୍ଥିତ ଏକ ହୋଟେଲରେ ସେ ରହିଥିଲେ। ତେବେ ଗତକାଲି ସେ ହୋଟେଲରୁ ବାହାରି ଆଉ ଫେରିନଥିଲେ। ସୁମନ ନିଖୋଜ ଥିବା ନେଇ ତାଙ୍କ ପତ୍ନୀ ପୁରୀ ସି-ବିଚ୍‌ ଥାନାରେ ଏତଲା ଦେଇଥିଲେ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like