ଉଷସୀଙ୍କ ନାଁରେ ପାଲଟା ମାମଲା କଲେ ଅଭିଯୁକ୍ତ

ଅନୁଗୁଳ : ଦୁର୍ବ୍ୟବହାର ମାମଲାରେ ଅଭିନେତ୍ରୀ ଉଷସୀ ମିଶ୍ରଙ୍କ ନାଁରେ ପାଲଟା ମାମଲା କଲେ ଅଭିଯୁକ୍ତ ଇନ୍ଦ୍ରମଣି ସାହୁ। ତାଳଚେର SDJM କୋର୍ଟରେ ଉଷସୀଙ୍କ ନାଁରେ ମାମଲା ଦାଏର କରିଥିବା ଜଣାପଡିଛି। ଉଷସୀ ତାଙ୍କୁ ଗାଳିଗୁଲଜ ସହ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି।

ତଳେ ପକାଇ ଜୀବନରେ ମାରିଦେବାକୁ ଉଦ୍ୟମ କରିଥିବା ମଧ୍ୟ ଦର୍ଶାଇଛନ୍ତି। ସେପଟେ  ଉଷସୀଙ୍କୁ ନ୍ୟାୟ ଦେବା ଲାଗି ତାଳଚେର ଯୁବ ସମାଜସେବୀ ସଂଗଠନ ଦାବି କରିଛି। ଏ ନେଇ ସଂଗଠନର କର୍ମକର୍ତ୍ତାମାନେ ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like