ଓଡ଼ିଶା ସମେତ ୨୦ ରାଜ୍ୟରେ ଝଡ଼ ତୋଫାନ ଆଶଙ୍କା

ନୂଆଦିଲ୍ଲୀ: ଉତ୍ତର ପଶ୍ଚିମରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ସମେତ ଦେଶର ପ୍ରାୟ ୨୦ଟି ରାଜ୍ୟରେ ଝଡତୋଫାନର ଆଶଙ୍କା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ବିଭିନ୍ନ ସ୍ଥାନରେ ପବନର ବେଗ ୫୦ରୁ ୭୦ କିଲୋମିଟର ରହିବା ସହ ଘଡ଼ଘଡ଼ି ଓ କୁଆପଥର ବୃଷ୍ଟିର ଆଶଙ୍କା ରହଛି। ଏଥିରେ ଓଡ଼ିଶା ସମେତ ପଞ୍ଜାବ, ହରିଆଣା, ଚଣ୍ଡିଗଡ, ଦିଲ୍ଲୀ, ବିହାର, ଆସାମ, ମେଘାଳୟ, ପଶ୍ଚିମବଂଗ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଉତ୍ତରପ୍ରଦେଶ, ଝାଡଖଣ୍ଡ, ସିକିମ, ତେଲେଙ୍ଗାନା, କର୍ଣ୍ଣାଟକ, ତାମିଲନାଡୁ ଓ କେରଳ  ବିଶେଷ ଭାବେ ପ୍ରଭାବିତ ହୋଇପାରନ୍ତି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପଶ୍ଚିମ ଭାରତରେ ସୃଷ୍ଟି ହୋଇଥିବା ଏହି ଘୂର୍ଣିବଳୟର ପ୍ରଭାବ ଓଡିଶାର ଉପକୂଳ ଅଂଚଳରେ ମଧ୍ୟ ପଡିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି ।

ଆହୁରି ପଢ଼ନ୍ତୁ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

You might also like