ହୋଟେଲ୍ ରୁମରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀର ଏକ ହୋଟେଲ୍ ରୁମରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ନାଁ ଗୋପାଳ ଦାସଗୁପ୍ତା ଏବଂ ସେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି।

ସେ ପଶ୍ଚିମବଙ୍ଗର କୃଷିମନ୍ତ୍ରୀ ତପନ ଦାସଗୁପ୍ତାଙ୍କ ଭାଇ ବୋଲି କୁହାଯାଉଛି।  ମୃତକ ଗୋପାଳ ଦାସଗୁପ୍ତା ସେହି ହୋଟେଲରେ ରବିବାର ଠାରୁ ରୁମ୍ ବୁକ୍ କରି ଏକୁଟିଆ ରହୁଥିଲେ।

ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଅନ୍ୟପକ୍ଷରେ ପୋଲିସ ହୋଟେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like