ପୋଖରୀରୁ ଉଦ୍ଧାର ହେଲା କନଷ୍ଟେବଲଙ୍କ ମୃତଦେହ

କଟକ  : କଟକ ଓଏମ୍‌ପି ଷଷ୍ଠ ବାଟାଲିୟନ ପରିସରରେ ଥିବା ପୋଖରୀରୁ ଜଣେ କନଷ୍ଟେବଲଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ କନଷ୍ଟେବଲଙ୍କ ନାଁ ଏମ୍ କ୍ରିଷ୍ଣାରାଓ। ଘର ପାରଳାଖେମୁଣ୍ଡି ଅଂଚଳରେ।  ସେ ଷଷ୍ଠ ବାଟାଲିୟନର ବ୍ୟାଣ୍ଡ କନଷ୍ଟେବଲ ଭାବରେ କାର୍ଯ୍ୟରତ ଥିଲେ।

ଗତକାଲି ଅପରାହ୍ନରୁ ସେ ନିଖୋଜ ଥିଲେ। ପରିବାର ଲୋକେ ବହୁ ସମୟ ଧରି ଖୋଜାଖୋଜି କରି ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନଥିଲା। ଆଜି ସକାଳୁ କିଛି ବ୍ୟକ୍ତି ପ୍ରାତଃ ଭ୍ରମଣରେ ଯାଉଥିବାବେଳେ ପୋଖରୀରେ ଏକ ଶବ ପଡିଥିବା ଦେଖିଥିଲେ।

ଏହାପରେ ପୋଲିସକୁ ଖବର ଦେବା ପରେ ଓଡ୍ରାଫ ଟିମ୍ ଓ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା। ତେବେ ଉଦ୍ଧାର ପରେ ତାଙ୍କ ପରିଚୟ ଜଣାପଡିଥିଲା। ପୋଲିସ ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like