ରାୟଗଡ଼ାରେ ଡେଙ୍ଗୁ ଆତଙ୍କ

ରାୟଗଡ଼ା  : ରାୟଗଡ଼ା ଜିଲ୍ଲା ସଦର ବ୍ଲକରେ ଡେଙ୍ଗୁ ଆତଙ୍କ। ବୀରନାରାୟଣପୁରର ବହୁ ଲୋକ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଡେଙ୍ଗୁ ହୋଇଥିବା ସନ୍ଦେହ କରାଯାଉଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କୋରାପୁଟ ପବ୍ଲିକ ହେଲ୍‌ଥ ଲାବୋରୋଟୋରିକୁ ପଠାଯାଇଛି।

ପ୍ରଥମେ ୪୨ ଜଣଙ୍କ ରକ୍ତ ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ କେତେକଙ୍କ ନମୁନାରେ ଡେଙ୍ଗୁ ଭୁତାଣୁ ଥିବା ସନ୍ଦେହ କରାଯାଉଛି। ୫ ଦିନ ପରେ ଏହା ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like