ଚାବି ହଜିବା ସତ ହୋଇଥିଲେ ସାଂଘାତିକ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ରତ୍ନଭଣ୍ଡାରର ଚାବି ହଜିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚାବି ହଜିବା ଯଦି ସତ ହୋଇଥାଏ ତେବେ ଭାବନାତ୍ମକ ଦୃଷ୍ଟିରୁ ଏହା ସାଂଘାତିକ। ଘଟଣାକୁ ୨ ମାସ ହେଲାଣି ମୁଖ୍ୟମନ୍ତ୍ରୀ ପାଟି ଖୋଲୁ ନାହାନ୍ତି। ଟିକେ ଟିକେ କଥାରେ ଆଇନ ତା ବାଟରେ ଯିବ କହନ୍ତି ମୁଖ୍ୟମନ୍ତ୍ରୀ।

କିନ୍ତୁ ଏଭଳି ଏକ ସମ୍ବେଦନଶୀଳ ଘଟଣାରେ ମୁଖ୍ୟମନ୍ତ୍ରୀ ଚୁପ୍ କାହିଁକି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଲୋକଙ୍କ ମନରେ ଯେଉଁ ସନ୍ଦେହ, କମିଶନ ତାର ଉତ୍ତର ନୁହେଁ । ବ୍ରହ୍ମ ବିଭ୍ରାଟ ପରେ ବି କମିଶନ ବସିଥିଲା। କମିଶନ ତଦନ୍ତ ଆଳରେ ଆଖିରେ ଧୂଳି ଦେବା ନ ହେଉ। ଅପାରଗ ଓ ଅବ୍ୟବସ୍ଥାର ଉତ୍ତର କମିଶନ ନୁହେଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱରେ ଅଛନ୍ତି,  ଉତ୍ତରଦାୟୀ ହେବା ଉଚିତ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like