ମାଲକାନଗିରିରେ ପୋଲିସ-ମାଓବାଦୀ ମୁହାଁମୁହିଁ

ମାଲକାନଗିରି : ମାଲକାନଗିରି ମହୁପଦର ଜଙ୍ଗଲରେ ପୋଲିସ-ମାଓବାଦୀ ମୁହାଁମୁହିଁ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଦୁର୍ଦ୍ଦାନ୍ତ କ୍ୟାଡର ମାଓବାଦୀ ନିହତ ହୋଇଛି। ଘଟଣାସ୍ଥଳରୁ ଏକ ବନ୍ଧୁକ ମଧ୍ୟ ଜବତ ହୋଇଛି। ଜଙ୍ଗଲରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

You might also like