ମାଲକାନଗିରିରେ ପୋଲିସ-ମାଓବାଦୀ ମୁହାଁମୁହିଁ
ମାଲକାନଗିରି : ମାଲକାନଗିରି ମହୁପଦର ଜଙ୍ଗଲରେ ପୋଲିସ-ମାଓବାଦୀ ମୁହାଁମୁହିଁ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଦୁର୍ଦ୍ଦାନ୍ତ କ୍ୟାଡର ମାଓବାଦୀ ନିହତ ହୋଇଛି। ଘଟଣାସ୍ଥଳରୁ ଏକ ବନ୍ଧୁକ ମଧ୍ୟ ଜବତ ହୋଇଛି। ଜଙ୍ଗଲରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।