ପୋଖରୀରେ ଛିଣ୍ଡି ପଡ଼ିଲା ବିଦ୍ୟୁତ ତାର

୧୦ରୁ ଅଧିକ ଲୋକ ଆହତ

ଗଂଜାମ: ଲୋକେ ପାଖୋରୀରେ ଗାଧୋଉଥିଲା ବେଳେ ଛିଣ୍ଡି ପଡ଼ିଲା ବିଦ୍ୟୁତ ତାର। ଗଂଜାମ କବିସୂର୍ଯ୍ୟନଗର ଗୁଡ଼ଇାଳି ଗାଁରେ ଏହି ଅଘଟଣ ଘଟିଛି।

ଲୋକେ ପୋଖରୀରେ ଗାଧୋଉଥିବା ବେଳେ ବିଦ୍ୟୁତ ତାର ଛିଣ୍ଡିବାରୁ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ଆସିକା ଓ କବିସୂର୍ଯ୍ୟନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସମସ୍ତଙ୍କ ଅବସ୍ଥା ବିପଦମୁକ୍ତ ଥିବା ଜଣାପଡ଼ିଛି।

You might also like