ଘର ଭାଙ୍ଗିଲେ, ଚାଉଳ ବି ଖାଇଗଲେ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ହାତୀପଲଙ୍କ ଉତ୍ପାତ। ରାଇରଙ୍ଗପୁର ରେଞ୍ଜର ବିଜାତଳା ବ୍ଲକର ଖେଜୁରୀ ଗାଁରେ ପଶି ବ୍ୟାପକ କ୍ଷୟକ୍ଷତି କରିଛନ୍ତି ଜଙ୍ଗଲୀ ହାତୀ।

ଗାଁରେ ବହୁ ଘର ଓ ସ୍କୁଲ କୋଠା ଭାଙ୍ଗିବା ସହ ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ଥିବା ଚାଉଳ ମଧ୍ୟ ଖାଇଯାଇଥିବା ଅଭିଯୋଗ ହୋଇଛି। ସେହିଭଳି କାଦୁଆଣି ଗାଁରେ ମଧ୍ୟ ବହୁ ଘର ଭାଙ୍ଗିଛନ୍ତି ହାତୀପଲ।

ଏହି ହାତୀପଲ୍ଲ ଏବେ ଖେଜୁରୀ ଜଙ୍ଗଲରେ ରହିଥିବାରୁ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଅନ୍ୟପକ୍ଷରେ ସେମାନଙ୍କୁ ଘଉଡାଇବା ପାଇଁ ବନବିଭାଗ ଉଦ୍ୟମ ଚଳାଇଛି। ସେପଟେ ହାତୀ ଉପଦ୍ରବ ଫଳରେ କ୍ଷତିଗ୍ରସ୍ତ ଲୋକଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ ଦାବି ହୋଇଛି।

ଆହୁରି ପଢ଼ନ୍ତୁ

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

You might also like