ବ୍ରହ୍ମପୁରରେ ପୁଣି ଏନକାଉଣ୍ଟର

ବ୍ରହ୍ମପୁର: କିଛି ଦିନ ଅନ୍ତରରେ ବ୍ରହ୍ମପୁରରେ ପୁଣି ଏନକାଉଣ୍ଟର। ଜାତୀୟ ରାଜପଥ କଡ଼ ଆଇସ୍ଫ୍ୟା୍ରି ନିକଟରେ ଗୋଷାଣୀ ନୂଆଗାଁ ପୋଲିସର ଏନକାଉଣ୍ଟର।

ପୋଲିସ ଏନକାଉଣ୍ଟରରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ପଣ୍ଡା ଓରଫ୍ ମାଙ୍ଗା।  ଚିକିତ୍ସା ପାଇଁ ମାଙ୍ଗାକୁ MKCG ମେଡିକାଲ୍ରେ ଭର୍ତ୍ତି କରାଯାଇଛି  ମାଙ୍ଗାର ବାମ ଗୋଡ଼ରେ ଗୁଳି ବାଜିଛି।

ମିଳିଥିବା ସୂଚନା ଅନୁସାରେ ରାକେଶଙ୍କ ନାଁରେ ରହିଛି ଅନେକ ଅପରାଧିକ ମାମଲା। ମାଙ୍ଗା ନାଁରେ GRP ଓ ବିଭିନ୍ନ ଥାନାରେ ୧୦ରୁ ଅଧିକ ମାମଲା ରହିଛି।

ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ରାକେଶକୁ ଗିରଫ କରିବା ପାଇଁ ପହଞ୍ଚିଥିଲା ପୋଲିସ। ତେବେ ଘଟଣାସ୍ଥଳରେ ପୋଲିସ ଉପରକୁ ଆକ୍ରମଣ କରିଥିଲା ରାକେଶ। ଯାହାର ଜବାବ ଦେଇଥିଲେ ପୋଲିସ। ରାକେଶ ନିକଟରୁ ଗୋଟିଏ ପିସ୍ତଲ ସହ ୩ ରାଉଣ୍ଡ ଗୁଳି ଜବତ ହୋଇଛି।

ଆହୁରି ପଢ଼ନ୍ତୁ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

You might also like