କଟକରେ ଏନ୍‌କାଉଣ୍ଟର

କଟକ: କଟକରେ ପୁଣି ଏନ୍‌କାଉଣ୍ଟର। କଟକ ସଦର ଥାନା ଅଞ୍ଚଳରେ ଏନ୍‌କାଉଣ୍ଟର କରିଛି ପୋଲିସ। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ଉତ୍ତମ ସିଂ ଓରଫ କାବୁଆ ଆହତ ହୋଇଛି।

କାବୁଆର ବାମ ଗୋଡ଼ରେ ଗୁଳି ବାଜିଛି। ଫଳରେ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ତା ନିକଟରୁ ପୋଲିସ ଗୋଟିଏ ବନ୍ଧୁକ ଓ ଗୁଳି ଜବତ କରିଛି।

କଟକ ସଦର ଥାନା କୁରୁଣ୍ଟି ଗାଁରେ ପୋଲିସ୍‌ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ କାବୁଆର ସମ୍ପୃକ୍ତି ଥିବା କୁହାଯାଉଛି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like