ପିପିଲିରେ ଏନ୍‌କାଉଣ୍ଟର

ପୁରୀ: ପୁରୀ ଜିଲ୍ଲା ପିପିଲିରେ ପୋଲିସର ଏନ୍‌କାଉଣ୍ଟର। କଣ୍ଟେଇ ନିଜିଗଡ଼ ନିକଟରେ ଏନ୍‌କାଉଣ୍ଟରରେ ଅପରାଧୀ ସର୍ବେଶ୍ୱର ବେହେରା ଆହତ ହୋଇଛି। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି।  ସର୍ବେଶ୍ୱରର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ପୂର୍ବତନ ମହିଳା କାଉନସିଲର ସତ୍ୟଭାମା ବେହେରାଙ୍କୁ ଗୁଳିମାଡ଼ ଘଟଣାରେ ସମ୍ପୃକ୍ତି ସହ ସର୍ବେଶ୍ୱର ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ସୂଚନା ମିଳିଛି । ସର୍ବେଶ୍ୱରଙ୍କ ସହଯୋଗୀ ରାଜେଶ ପାତ୍ରକୁ ମଧ୍ୟ ପୋଲିସ ଗିରଫ କରିଛି। ଏହାସହିତ ଗୋଟିଏ କଳା ପଲସର ସହ ପିସ୍ତଲ ଜବତ କରାଯାଇଛି। ପିପିଲି ଓ  ପୁରୀ ବାସେନି ସାହି ପୋଲିସର ମିଳିତ ସହଯୋଗରେ ଏହି ଏନ୍‌କାଉଣ୍ଟର ହୋଇଥିଲା।

ପୂର୍ବରୁ ସର୍ବେଶ୍ୱର ହୋମଗାର୍ଡ ଚାକିରି କରିଥିଲା  କୌଣସି କାରଣରୁ ତାକୁ ଚାକିରିରୁ ବହିଷ୍କାର କରାଯାଇଥିଲା

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like