ପୁଣି କାନ୍ଧରେ ବୁହାହେଲେ ଗର୍ଭବତୀ

ନୂଆପଡ଼ା: ପୁଣି କାନ୍ଧରେ ବୁହାହେଲେ ଗର୍ଭବତୀ। ଦୀର୍ଘ ୪ କିଲୋମିଟର ପାହାଡିଆ ରାସ୍ତାରେ ବୁହା ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ତାଙ୍କୁ ଆଣିବାକୁ ପଡିଥିଲା। ନୂଆପଡା ଜିଲ୍ଲା କିରିକିଟା ପଞ୍ଚାୟତର କପରଗଡ ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା।

ଗାଁର ଉକାଳୁ ମାଝୀଙ୍କ ପତ୍ନୀ ପୁନିତା ମାଝୀଙ୍କ ପ୍ରସବ ଜନିତ ଯନ୍ତ୍ରଣା ହେବାରୁ ଆମ୍ବୁଲାନ୍ସକୁ ଫୋନ କରାଯାଇଥିଲା କିନ୍ତୁ ପାହାଡ ଉପରେ ଥିବା ଏହି ଗାଁକୁ ଗମନାଗମନର ସୁବିଧା ନଥିବାରୁ ଆମ୍ବୁଲାନ୍ସ ପହଞ୍ଚିପାରିନଥିଲା।

ଫଳରେ ଆମ୍ବୁଲାନ୍ସରେ ଥିବା ଷ୍ଟ୍ରେଚରକୁ ଗାଁକୁ ନେଇ ଗର୍ଭବତୀଙ୍କ କାନ୍ଧରେ ଭାରା କରି ଆଣିଲେ ଆମ୍ବୁଲାନ୍ସ କର୍ମଚାରୀ ଏବଂ ଗାଁ ଲୋକେ। ଏହାପରେ ତାଙ୍କୁ ଖଡିଆଳ ଏବଂ ପରେ ନୂଆପଡା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଆହୁରି ପଢ଼ନ୍ତୁ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

You might also like