ବିଷ ପିଇ ଭାଗଚାଷୀଙ୍କ ଆତ୍ମହତ୍ୟା

ବରଗଡ : ବରଗଡରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ। ବିଷ ପିଇ ଜୀବନ ହାରିଲେ ଗାଇସୀମାର ଭାଗଚାଷୀ ଧନପତି ବିଶ୍ୱାଳ। କାଳବୈଶାଖୀରେ ଫସଲ ନଷ୍ଟ ସହ ଋଣବୋଝ ଯୋଗୁଁ ଜୀବନ ହାରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଧନପତି ୪ ଏକର ଜମିରେ ଭାଗ ଚାଷ କରିଥିଲେ। ହେଲେ କାଳବୈଶାଖୀ ଯୋଗୁଁ ଫସଲ ସବୁ ଉଜୁଡ଼ି ଯାଇଥିଲା। ଚାଷ ପାଇଁ ୟୁନିୟନ ବ୍ୟାଙ୍କରୁ ୫୦ ହଜାର ଟଙ୍କା ଓ ସ୍ୱୟଂ ସହାୟକ ଗୋଷ୍ଠୀରୁ ଲକ୍ଷେ ଟଙ୍କା ଋଣ କରିଥିଲେ। ଏ ଚିନ୍ତାରେ ଘାରି ହୋଇ ଗତ ୩୦ରେ ବିଷ ପିଇ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିଲେ ଧନପତି।

ତେବେ ଆଜି ତାଙ୍କର ମୃତ୍ୟୁ ଘଟିଛି। ଗୁରୁବାର ବରପାଲି ଜୁଲଟ ଗାଁର ଚାଷୀ ଗୋବର୍ଦ୍ଧନ ବାରିକ ବିଷ ପିଇ ଜୀବନ ହାରିଥିଲେ। ଏନେଇ ଜିଲ୍ଲା ପ୍ରଶାସନର ପ୍ରତିକ୍ରିୟା ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like