ଦେଶବ୍ୟାପୀ କୃଷକ ଆନ୍ଦୋଳନ ଜାରି, ମହଙ୍ଗା ହେଲା ପନିପରିବା

ନୂଆଦିଲ୍ଲୀ: ସମଗ୍ର ଉତ୍ତର ଭାରତରେ ଚାଲିଥିବା ୧୦ ଦିନିଆ କୃଷକ ଆନ୍ଦୋଳନ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି। ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, କୃଷି ଋଣ ଛାଡ଼ ଓ ବଢ଼ୁଥିବା ଚାଷୀ ଆତ୍ମହତ୍ୟା ରୋକିବା ସାଙ୍ଗକୁ ସ୍ୱାମୀନାଥନ୍ କମିଶନ୍‌ଙ୍କ ସୁପାରିଶକୁ ଲାଗୁ କରିବା ଆଦି ଦାବି ନେଇ କୃଷକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ରାଷ୍ଟ୍ରୀୟ କିଶାନ ମହାସଂଘ ନେତୃତ୍ୱରେ ଏହି ଆନ୍ଦୋଳନ ହେଉଛି। ଏଥିରେ ପ୍ରାୟ ୧୩୦ଟି ଚାଷୀ ସଂଗଠନ ସାମିଲ ହୋଇଛନ୍ତି।  ଏମିତିକି ଆଗକୁ ପନିପରିବା, ଫଳ ଓ ଦୁଗ୍ଧ ଆଦି ଯୋଗାଣ ବନ୍ଦ କରିବାକୁ ଚେତବାନୀ ଦେଇଛନ୍ତି ଚାଷୀ।

ହରିୟାଣା, ରାଜସ୍ଥାନ, ଜାମ୍ମୁ ଓ କାଶ୍ମୀର, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, କର୍ଣ୍ଣାଟକ, କେରଳ ଓ ପଞ୍ଜାବ ଆଦି ରାଜ୍ୟରେ ଏହି ଆନ୍ଦୋଳନ ହେଉଛି।

ଏପଟେ ଚାଷୀ ଆନ୍ଦୋଳନ ଯୋଗୁଁ ବଜାରରେ ପନିପରିବା ଆଦିର ଦର ବଢ଼ିବାରେ ଲାଗିଲାଣି।  ଆସନ୍ତା ୧୦ ତାରିଖରେ ଭାରତ ବନ୍ଦ ଡାକରା ପାଇଁ ରାଷ୍ଟ୍ରୀୟ କିଷାନ  ମଜ୍‌ଦୁର୍‌ ମହାସଂଘ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like