କମେଣ୍ଟ ଓ ଅସଦାଚରଣ ଯୋଗୁଁ ଜୀବନ ହାରିଲେ ଛାତ୍ରୀ

ଖୋର୍ଦ୍ଧା: କମେଣ୍ଟ ମରା ଓ ପୂର୍ବ ଶତ୍ରୁତାକୁ ନେଇ ଯୁକ୍ତ ୩ ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନାରେ ମୃତ ଛାତ୍ରୀଙ୍କ ପରିବାର ପକ୍ଷରୁ ଏନେଇ ଅଭିଯୋଗ ହୋଇଛି।

ଅଭିଯୋଗ ଅନୁସାରେ ବଡ଼କୂଳ ଅଞ୍ଚଳରେ ରହୁଥିବା ସମ୍ପୃକ୍ତ ଛାତ୍ରୀ ଓ ଅଭିଯୁକ୍ତ ପଡ଼ୋଶୀ ପ୍ରକାଶ ଦଳେଇଙ୍କ ମଧ୍ୟରେ ଗତମାସ ବାଲୁଗାଁ ବଜାରରେ ଗଣ୍ଡଗୋଳ ହୋଇଥିଲା।  ଘଟଣାରେ ପୋଲିସ ପ୍ରକାଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ତେବେ ୧୦ ଦିନ ତଳେ ପ୍ରକାଶ କୋର୍ଟରୁ ଖଲାସ ହୋଇ ଆସିବା ପରେ ଯୁବତୀଙ୍କୁ କମେଣ୍ଟ ମାରିବା ସହ ଅସଦାଚରଣ କରିଥିଲେ।  ଏଥିରେ ଚିନ୍ତାଗ୍ରସ୍ତ ହୋଇ ଛାତ୍ରୀ ଜଣକ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।  ବ୍ରହ୍ମପୁର ମେଡିକାଲ୍‌ରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like