ଚିଲିକା ମଝିରେ ଅଟକିଗଲା ଫେରି

ପୁରୀ: ଚିଲିକାରେ ଅଟକିଲା ଭସାପୋଲ। ଯାନ୍ତ୍ରିକ ତ୍ରୁଟି ପାଇଁ ସାତପଡ଼ା ଘାଟଠାରୁ ମାତ୍ର ୨୦୦ ମିଟର ଯିବା ପରେ ଏକ ଫେରି ଅଟକି ଯାଇଥିଲା। ଫଳରେ ଫେରିରେ ଯାଉଥିବା ୧୦୦ରୁ ଅଧିକ ଲୋକ ଚିଲିକା ମଝିରେ ଅଟକି ରହିଥିଲେ।

ଫେରିରେ ୧୦୦ରୁ ଅଧତ୍କ ଯାତ୍ରୀ ଓ ୨ଟି ବସ୍ ଏବଂ ୧୫ରୁ ଅଧିକ ବାଇକ୍ ଥିଲା। ପ୍ରାୟ ୨୦ ମିନିଟ ପରେ ଆଉ ଏକ ଫେରି ପହଞ୍ଚିବାରୁ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like