ଭୁବନେଶ୍ୱରରେ ଡେଙ୍ଗୁ ନେଲା ଏ ବର୍ଷର ପ୍ରଥମ ଜୀବନ

ଭୁବନେଶ୍ୱର : ରାଜଧାନୀରେ ଚଳିତବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ଅଭିଯୋଗ। ଭୁବନେଶ୍ୱରରରେ ଏକ ଘରୋଇ ହସ୍ପିଟାଲରେ ଡେଙ୍ଗୁରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୨ ଦିନ ତଳେ ଆକ୍ରାନ୍ତ ହୋଇ ମହିଳା ଜଣକ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଆଜି ତାଙ୍କର ମୃତ୍ୟୁ ଘଟିଛି। ତେବେ ମହିଳାଙ୍କର ଅନ୍ୟ ଜଣେ ସମ୍ପର୍କୀୟା ଏବେ ଚିକିତ୍ସାଧୀନ ଅଛନ୍ତି। ମହିଳାଙ୍କର ଡେଙ୍ଗୁରେ ମୃତ୍ୟୁ ନେଇ ସ୍ପଷ୍ଟ କରିଛନ୍ତି ତାଙ୍କ ସ୍ୱାମୀ ଓ ପୁତୁରା।

ସେପଟେ ରାଜ୍ୟରେ ଡେଙ୍ଗୁ ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଚଳିତବର୍ଷ ୨୦ହଜାର ରକ୍ତ ନମୁନାରୁ ୪୮ଟି ପଜିଟିଭ ଆସିଛି। ଗତବର୍ଷ ପ୍ରତି ୧୦ ହଜାର ରକ୍ତ ନମୁନାରୁ ୪୫ଟି ପଜିଟିଭ୍ ଆସିଥିଲା। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ଟି ଡେଙ୍ଗୁ ପଜିଟିଭ ଆସିଛି। ତାସହ ବେସରକାରୀ ହସ୍ପିଟାଲରେ ଡେଙ୍ଗୁ ରୋଗୀ ଭର୍ତ୍ତୀ ହେବା ମାତ୍ରେ ସରକାରଙ୍କୁ ଜଣାଇବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like