୫ ବର୍ଷର ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ

ଜଗତସିଂହପୁର: ରାଜ୍ୟରେ ପୁଣି ଏକ ଲଜ୍ଜା ଜନକ ଘଟଣା।  ଜଗତସିଂହପୁରରେ ଜଣେ ୫ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି।

୨ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ନେଇ ଜଗତସିଂହପୁର ଥାନାରେ ଅଭିଯୋଗ କରିଛନ୍ତି ପୀଡିତାଙ୍କ ମା’।  ଅଭିଯୋଗ ପରେ ଦୁଇ ନାବାଳକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

ଅଭିଯୁକ୍ତ ଦ୍ୱୟଙ୍କ ବୟସ ୧୩ ଏବଂ ୧୧ ବର୍ଷ ହୋଇଥିବା ସୂଚନା ମିଳିଛି।  ଏପଟେ ପୀଡିତାଙ୍କୁ ଡାକ୍ତରୀ ମାଇନା ପାଇଁ ଜଗତସିଂହପୁର ମେଡିକାଲ ପଠାଯାଇଛି।  ସେପଟେ ସିଡ଼ବ୍ଲ୍ୟୁସିର ସଦସ୍ୟମାନେ ଅଭିଯୁକ୍ତ ନାବାଳକ ଓ ପୀଡିତା ନାବାଳିକାର କାଉନସେଲିଂ ପାଇଁ ପହଞ୍ଚିଛନ୍ତି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like