ଓଡ଼ିଶା ରଣଜୀ ଦଳର କୋଚ୍ ହେଲେ ଦେବାଶିଷ ମହାନ୍ତି

କଟକ : ପୁଣି ଓଡ଼ିଶା ରଣଜୀ ଦଳର କୋଚ୍ ନିଯୁକ୍ତ ହେଲେ ପୂର୍ବତନ ଟିମ୍ ଇଣ୍ଡିଆ ସଦସ୍ୟ କ୍ରିକେଟର ଦେବାଶିଷ ମହାନ୍ତି। ଏ ନେଇ ଓସିଏ ପକ୍ଷରୁ ଗତକାଲି ବିଧିବଦ୍ଧ ଘୋଷଣା ହୋଇଛି। ଦଳର ଖେଳାଳିଙ୍କ ସହ ମନୋମାଳିନ୍ୟ ଯୋଗୁଁ ଗତ ସିଜନରେ ଦେବାଶିଷ କୋଚ୍‌ ଦାୟିତ୍ୱରୁ ଓହରି ଯାଇଥିଲେ।

ତେବେ ସେ ସବୁ ବିବାଦର ସମାଧାନ କରି ଓସିଏ ପୁଣି ଦେବାଶିଷଙ୍କୁ କୋଚ ଦାୟିତ୍ୱ ଦେଇଛି। ସେହିଭଳି ୨୩ ବର୍ଷରୁ କମ୍‌ କ୍ରିକେଟ ଦଳର କୋଚ ଭାବେ ସୁରେଶ କୁମାର ଓ ୧୯ ବର୍ଷରୁ କମ୍ ଦଳର କୋଚ ଭାବେ ନିରଞ୍ଜନ ବେହେରାଙ୍କୁ ନିଯୁକ୍ତି ଦେଇଛି ଓସିଏ। ରଶ୍ମିତା ମହାନ୍ତିଙ୍କୁ ଓଡ଼ିଶା ମହିଳା କ୍ରିକେଟ ଦଳର କୋଚ ଭାବେ ନିଯୁକ୍ତି ମିଳିଛି।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like