ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ

ଯାଜପୁର  : ଯାଜପୁର ରୋଡ଼ଥାନା ଖପୁରିଆପଦାରେ ରାଜନୈତିକ ଶତୃତାକୁ କେନ୍ଦ୍ରକରି ଆକ୍ରମଣ। ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୋଟିଏ ପରିବାରର ୪ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ପ୍ରଥମେ ଯାଜପୁର ରୋଡ଼ ମେଡିକାଲକୁ ନିଆଯାଇଥିଲା।

ହେଲେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୋକାନର ବାକି ଟଙ୍କା ମାଗିବାରୁ ଏଭଳି ପରସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ, ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।

You might also like