ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା UGC ଦ୍ୱାରା ଅଟୋନମି କ୍ଷମତା

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା ଅଟୋନମି କ୍ଷମତା। ୟୁନିଭରସିଟି ଗ୍ରାଣ୍ଟସ କମିଶନ UGC ପକ୍ଷରୁ ଦେଶର ୬୦ଟି ଶିକ୍ଷାନୁଷ୍ଠାନକୁ ସ୍ୱଂୟଶାସନ କ୍ଷମତା ପ୍ରଦାନ କରାଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ ସମେତ ୨ଟି ଡିମଡ୍ ବିଶ୍ୱବିଦ୍ୟାଳୟ ଏବଂ କଟକରେ ଥିବା ନ୍ୟାସନାଲ ଲ ୟୁନିଭରସିଟିକୁ ଏହି ମାନ୍ୟତା ମିଳିଛି।

ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନଏହି ତାଲିକାରେ ସ୍ଥାନ ପାଇଛନ୍ତି। ଏହି ଶିକ୍ଷାନୁଷ୍ଠାନ ଗୁଡିକ ପୂର୍ବଭଳି ୟୁଜିସି ନିୟନ୍ତ୍ରଣରେ ରହିବେ। ତେବେ UGC ଦ୍ୱାରା ଅଟୋନମି ମାନ୍ୟତା ମିଳିବା ପରେ ଏହି ସମସ୍ତ ଶିକ୍ଷାନୁଷ୍ଠାନକୁ ମିଳିଛି ସ୍ୱତନ୍ତ୍ର କ୍ଷମତା, ଯେପରିକି ବିଶ୍ୱବିଦ୍ୟାଳୟରେ ନୂତନ ପାଠ୍ୟକ୍ରମ ଆରମ୍ଭ କରିବା, ଅଫ୍ କ୍ୟାମ୍ପସ ସେଣ୍ଟର, ଦକ୍ଷତା ବୃଦ୍ଧି ସମ୍ବନ୍ଧୀୟ ପାଠ୍ୟକ୍ରମ, ଗବେଷଣା କେନ୍ଦ୍ର ଖୋଲିବାକୁ ଅଧିକାର ଭଳି ଅନେକ କିଛି କ୍ଷମତା ମିଳିଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like