ଛୁରୀ ଦେଖାଇ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାରେ ଅଭାବନୀୟ ଘଟଣା। ଛୁରୀ ଦେଖାଇ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ। କେନ୍ଦ୍ରାପଡା ଜିଲ୍ଲା ଅଙ୍ଗୁଳାଇରେ ଜଣେ କଲେଜ ଛାତ୍ରୀ ସ୍କୁଟିରେ ଘରକୁ ଫେରୁଥିବାବେଳେ ତାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଦୁର୍ବୃତ୍ତ ଜଣକ ତାକୁ ଦୁଷ୍କର୍ମ ପରେ ଅଶ୍ଳୀଳ ଫଟୋ ଉଠାଇବାକୁ ବାଧ୍ୟ କରିଥିବା ମଧ୍ୟ ଛାତ୍ରୀ ଜଣକ କହିଛନ୍ତି।

ଧମକ ଚମକ ଦେଇ ଫଟୋ ଉଠାଇଥିବାବେଳେ ଏହାକୁ ଭାଇରାଲ କରିବାକୁ ମଧ୍ୟ ଧମକ ଦେଇଥିବା ଅଭିଯୋଗ ହୋଇଛି। ସେହି ଅଶ୍ଳୀଳ ଫଟୋ ଦେଖାଇ ବାହାହେବାକୁ ମଧ୍ୟ ଧମକ ଦେଉଥିବା ଛାତ୍ରୀଜଣକ ସଦର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୁକ୍ତକୁ ଗିରଫ କରିବା ସହ ଉଭୟଙ୍କ ବୟାନ ରେକର୍ଡ କରିଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like