ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଗୋଆ ମୁଖ୍ୟମନ୍ତ୍ରୀ ପାରିକର ହସ୍ପିଟାଲରେ ଭର୍ତ୍ତି; ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ପାନାଜୀ: ପୁଣିଥରେ ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କୁ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ ଓ କମ୍ ରକ୍ତ ଚାପ ଜନିତ ସମସ୍ୟା ନେଇ ରବିବାର ଦିନ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ବୟାନ ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଡ଼ିହାଇଡ଼୍ରେସନ ଥିଲା ଓ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବାଲାଗି ଉପଦେଶ ଦିଆଯାଇଥିଲା। ବର୍ତ୍ତମାନ ତାଙ୍କସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି।

ସୂଚନାଥାଉ କି, ଫେବୃଆରୀ ୧୫ରେ କିଛି ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ପାରିକରଙ୍କୁ ମୁମ୍ବାଇ ସ୍ଥିତ ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like