ମିଳିବ ମାର୍ଚ୍ଚ ଦରମା, ସରକାର ନେଲେ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମାର୍ଚ୍ଚ ମାସର ଦରମା ପ୍ରଦାନ ନେଇ ପ୍ରତିବନ୍ଧକ ଦୂର କରିବା ପାଇଁ ପଦକ୍ଷେପ ନେଇଛନ୍ତି ସରକାର। ଏନେଇ ଅର୍ଥ ବିଭାଗ ସମସ୍ତ ବିଭାଗୀୟ ମୁଖ୍ୟ, ପ୍ରମୁଖ ସଚିବ, ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି।

ଏଥିରେ ଉଲ୍ଲେଖ କରାଯାଇଛି ଯେ ୨୦୧୭-୧୮ ବର୍ଷ ପାଇଁ ଆନୁଆଲ ଏଷ୍ଟାବ୍ଲିସ୍‌ମେଣ୍ଟ  ରିପୋର୍ଟ ବା AER ପ୍ରଦାନ ହୋଇନଥିବାରୁ ଦରମା ମିଳିବାରେ ବିଳମ୍ବ  ହେଉଥିଲା। ହ୍ୟୁମାନ୍‌ ରିସୋର୍ସେସ୍ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ ତଥା HRMSକୁ DDOମାନେ ଏହି ରିପୋର୍ଟ ପ୍ରଦାନ କରିପାରିନଥିଲେ ଫଳରେ ଦରମା ଦେବାରେ ବିଳମ୍ବ ହୋଇଥିଲା।

ତେବେ ଯେଉଁ DDOମାନେ AER ରିପୋର୍ଟ ଦେଇ ପାରିନାହାନ୍ତି, ସେମାନଙ୍କୁ ମାର୍ଚ୍ଚ ମାସର ଦରମା ବିଲ୍‌ ପ୍ରଦାନ କରିବାକୁ କୁହାଯାଇଛି। AER ରିପୋର୍ଟ ପ୍ରଦାନ କରିବାରେ ଅସୁବିଧା ହେଉଥିବା ଦୃଷ୍ଟିରେ ରଖି ଅର୍ଥ ବିଭାଗ ଏହି ପଦକ୍ଷେପ ନେଇଛନ୍ତି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like