‘ରାହୁଲ ନିପା ଭାଇରସ ସହ ସମାନ’

ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିପା ଭାଇରସ ସହ ସମାନ । ଯେଉଁ ରାଜନୈତିକ ଦଳ ତାଙ୍କ ସମ୍ପର୍କରେ ଆସିବେ ସେମାନେ ଆକ୍ରାନ୍ତ ହୋଇ ଧ୍ୱଂସ ହୋଇଯିବେ। ଟ୍ୱିଟ୍ ଯୋଗେ ଏଭଳି ଏଭଳି ବିବାଦୀୟ ବୟାନ ରଖିଛନ୍ତି ହରିଆଣା ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ୍ ବିଜ୍।

ଅନିଲ୍ ହେଉଛନ୍ତି ବିବାଦୀୟ ବୟାନ ଦେବାରେ ଭାରତୀୟ ରାଜନୀତିରେ ଜଣେ ଚର୍ଚ୍ଚିତ ଚେହେରା । ସେ ସବୁବେଳେ କିଛି ନା କିଛି ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହନ୍ତି । ଅନିଲଙ୍କର ଏହା ପ୍ରଥମ ବିବାଦୀୟ ମନ୍ତବ୍ୟ ନୁହଁ । ଏହା ପୂର୍ବରୁ ଅନେକ ଥର ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହିଆସିଛନ୍ତି ଅନିଲ । ଗତ ବର୍ଷ ମଧ୍ୟ ରାହୁଲଙ୍କୁ ଟାର୍ଗେଟ କରି କହିଥିଲେ ମୋଦିଙ୍କ କଂଗ୍ରେସ ମୁକ୍ତ ଭାରତ ସ୍ୱପ୍ନକୁ ସାକାର କରିବା ପାଇଁ ରାହୁଲ ଗାନ୍ଧୀ ସହଯୋଗ କରନ୍ତୁ ।

ତେବେ ଅନିଲଙ୍କ ଏହି ବିବାଦୀୟ ଟ୍ୱିଟ୍ ଉପରେ ରାହୁଲ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ରଖିନାହାନ୍ତି ।

ଆହୁରି ପଢ଼ନ୍ତୁ

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

You might also like