୪୨.୩ ଡିଗ୍ରୀ ତାପମାତ୍ରାରେ ସିଝୁଛି ରାଜଧାନୀ

ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ମୌସୁମୀର ଦେଖା ନଥିବାବେଳେ ଆକାଶରୁ ଯେମିତି ନିଆଁ ବର୍ଷୁଛି। ଆଜି ଦିନ ସାଢ଼େ ଗୋଟାଏ ସୁଦ୍ଧା ରାଜଧାନୀ ତାପମାତ୍ରା ୪୨.୩ ଡିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଜୁନ୍ ୮ ତାରିଖରୁ ଓଡିଶାକୁ ମୌସୁମୀ ଛୁଇଁ ଦୁର୍ବଳ ହୋଇଯାଇଛି।

ODISHA-HEAT-WAVEଗତ ୪  ଦିନ ହେବ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସାରା ଓଡିଶାରେ ହିଟ୍ ୱେଭ୍ ସତର୍କତା ଜାରି କରାଯାଇଛି ।

You might also like