ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା କିଛି ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ।

ଏହା ପୂର୍ବରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like