କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ସମ୍ଭାବନା। ପବନ ବହିବା ସହିତ ବଜ୍ରପାତ ବି ହେବ। ଏଥିପାଇଁ ୧୧ ଜିଲ୍ଲାକୁ ରାତି ସାଢ଼େ ୮ଟା ଯାଏଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ।

କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ଼, ପୁରୀ, ଗଞ୍ଜାମ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରେ ଝଡ଼ତୋଫାନ ସହ କୁଆପଥର ମାଡ଼ ହେବ। ଏହି ସମୟରେ ପବନର ବେଗ ୫୦ରୁ ୬୦ କି.ମି ବହିବ। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ଏହି ସମୟ ଭିତରେ ଆପଣ ଘରକୁ ଫେରୁଥିଲେ ସତର୍କତା ଅବଲମ୍ୱନ କରନ୍ତୁ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

You might also like