ଆଜିଠୁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେଉଥିବାରୁ ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ୧୪ଟି ଜିଲ୍ଳାରେ ପ୍ରବଳ ଓ ୨ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଉପକୂଳବର୍ତ୍ତୀ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଗଞ୍ଜାମ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ଓ ୨୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like