୨୦ ସୁଦ୍ଧା ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା। ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହାର ପ୍ରଭାବରେ ୧୯ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ତେବେ୨୦ ତାରିଖ ସୁଦ୍ଧା ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଓ କାଲି ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

You might also like