ତେଜିଲା ଉତ୍ତର ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି

ଭୁବନେଶ୍ୱର: ଜୋରଧରିଲା ଉତ୍ତର ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି।  ବାଲେଶ୍ୱର ବାର ଆସୋସିଏସନ ପକ୍ଷରୁ ଆଜି ଓ ଆସନ୍ତା ସୋମବାର ସମସ୍ତ କାର୍ଯ୍ୟବନ୍ଦ କରିବା ସହ କୋର୍ଟ ବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ତୁରନ୍ତ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଏବଂ ଜୁଡିସିଆଲ ଫାଷ୍ଟକ୍ଲାସ ମାଜିଷ୍ଟ୍ରେଟ୍ ପଦବୀ ପୂରଣ ଦାବିରେ ବନ୍ଦ ଡାକରା ଦିଆଯାଇଛି।

You might also like