ଆଜି ରଙ୍ଗର ପର୍ବ ହୋଲି : ଗାଁ ଠୁ ସହର ସବୁଠି ଉତ୍ସବର ମାହୋଲ

ଭୁବନେଶ୍ୱର : ଆଜି ରଙ୍ଗର ପର୍ବ ହୋଲି।  ଏଥିପାଇଁ  ଗାଁ ଠୁ ସହର ସବୁଠି ଉତ୍ସବର ମାହୋଲ।  ପରସ୍ପରକୁ ରଙ୍ଗ ଲଗାଇ ହୋଲିର ମଜା ନେଉଛନ୍ତି ସମସ୍ତେ।  ଭାଇଚାରାର  ସହର କଟକରେ ମଧ୍ୟ ହୋଲି ଖେଳକୁ ନେଇ ବେଶ ଉତ୍ସାହ ଦେଖାଦେଇଛି। ଚଳିତ ବର୍ଷ ଫ୍ୟାନ୍ସିଂ ଓ ହରବାଲ ରଙ୍ଗରେ ଲୋକେ ହୋଲି ଖେଳୁଥିବା ଦେଖିବାକୁ ମିଳୁଛି।

ରାଜଧାନୀରେ ମଧ୍ୟ ହୋଲିକୁ ନେଇ ଲୋକଙ୍କ ମଧ୍ୟରେ ବେଶ ଆଗ୍ରହ ଦେଖାଦେଇଛି। ସେପଟେ ହୋଲିରେ ସହରରେ କିଭଳି ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରହିବ ସେନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ଦିନ ସହରରେ ୨୦ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ବିଶୃଙ୍ଖଳାକାରୀଙ୍କ ଉପରେ କଡ଼ା ନଜର ରଖାଯିବ ବୋଲି ଡିସିପି କହିଛନ୍ତି ।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like