ରୋଜା ଭାଙ୍ଗି ପ୍ରସୂତିଙ୍କୁ ରକ୍ତ ଦେଲେ ଯୁବକ

ଫୁଲବାଣୀ: ରମଜାନ ମାସରେ ରୋଜା ଭାଙ୍ଗି ପ୍ରସୂତିଙ୍କୁ ରକ୍ତ ଦେଲେ ଯୁବକ। ରକ୍ତଦାନ କରିଥିବା ଯୁବକ ହେଲେ ଫୁଲବାଣୀର ଶେଖ୍ ସାକିର। ସୂଚନା ଅନୁସାରେ ୩ଦିନ ତଳେ ଫୁଲବାଣୀ ଡାକ୍ତରଖାନାରେ ଡଗୁପଦର ଗାଁରେ ଜଣେ ପ୍ରସୂତି ଭର୍ତ୍ତି ହୋଇଥିଲେ। ତାଙ୍କ ଦେହରେ ହିମୋଗ୍ଲୋବିନ୍ କମ୍ ଥିବା ଜାଣିବା ପରେ ଡାକ୍ତର ତାଙ୍କୁ ରକ୍ତ ଦେବାକୁ କହିଥିଲେ।

sekh 2ମହିଳାଙ୍କ ବ୍ଲଡ ଗ୍ରୁପ AB ପଜିଟିଭ୍ ହୋଇଥିବାରୁ ରକ୍ତ ଯୋଗାଡ଼ କରିବା ପାଇଁ ପରିବାର ଲୋକଙ୍କ ପକ୍ଷେ କଷ୍ଟ ସାଧ୍ୟ ହୋଇଥିଲା। ଏହି ଖବର ଶେଖ୍ ସାକିର ଜାଣିବା ପରେ ନିଜେ ଡାକ୍ତରଖାନାକୁ ଆସି ମହିଳାଙ୍କୁ ରକ୍ତ ଦେଇଥିଲେ। ରମଜାନ୍ ମାସ ସତ୍ତ୍ୱେ ରୋଜା ଭାଙ୍ଗି ରକ୍ତ ଦେଇଥିବାରୁ ବିଭିନ୍ନ ମହଲରେ ଶେଖ୍‌ଙ୍କୁ ପ୍ରଶଂସା କରାଯାଇଛି।

ଆହୁରି ପଢ଼ନ୍ତୁ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

ଭାରତୀୟଙ୍କ ମସ୍ତିଷ୍କ ଚୀନ୍‌ ଲୋକଙ୍କ ମସ୍ତିଷ୍କଠାରୁ ଛୋଟ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

ଚିତ୍ରକର ଆଙ୍କିଥିଲେ ଜବରଦସ୍ତ ପେଣ୍ଟିଂ; ଲୋକେ କହିଲେ ସୁଶାନ୍ତ ସିଂହ ରାଜପୁତ

You might also like