ଖସି ପଡ଼ିଲା ବିମାନ, ପାଇଲଟ ମୃତ

ଅହମଦାବାଦ: ଗୁଜରାଟରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ। ବାୟୁସେନା ବିମାନ ଜାଗୁଆର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ଗୁଜରାଟ କଚ୍ଛର ମୁନ୍‌ଦ୍ରା ଜିଲ୍ଲାରେ ଘଟିଛି। ଦୁର୍ଘଟଣାରେ ଏୟାର କମାଣ୍ଡର ସଞ୍ଜୟ ଚୌହ୍ୱାନଙ୍କ ମୃତ୍ୟୁ ଘଟିଛି।

ଜାମନଗର ଏୟାର ବେସ୍‌ରୁ ଉଡ଼ାଣ ଆରମ୍ଭ କରିଥିବା ଏହି ବିମାନଟି ବେରଜା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ଏକ ଟ୍ରେନିଂ ମିଶନରେ ଥିଲା ବୋଲି ଜଣାପଡ଼ିଛି।

ବିମାନର ଭଗ୍ନାବଶେଷ ଠାବ କରାଯାଇଥିବାବେଳେ ଦୁର୍ଘଟଣାର କାରଣ କିଛି ଜଣାପଡ଼ିନି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ବାୟୁସେନା ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like