ବରିଷ୍ଠ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର : ବରିଷ୍ଠ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ। ଜି.ଭି.ଭି ଶର୍ମା ବୋର୍ଡ଼ ଅଫ୍ ରେଭିନ୍ୟୁ ସଦସ୍ୟ ହୋଇଥିବା ବେଳେ ମୋନା ଶର୍ମା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି।

ବିଷ୍ଣୁପଦ ସେଠୀ SRC ସହ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ତୁଳାଇବେ। ବିଶାଲ ଦେବଙ୍କୁ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ପୁରୁଷୋତ୍ତମ ସାହୁଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ କରାଯାଇଛି।

You might also like