୯ ଜିଲ୍ଲାକୁ ସାଢ଼େ ୯ ଯାଏ ସାବଧାନ!

ଭୁବନେଶ୍ୱର: ରାଜ୍ୟରେ ପୁଣି ଆଜି କାଳବୈଶାଖୀ ସତର୍କ ସୂଚନା। ୯ ଜିଲ୍ଲାକୁ ଆଜି ସକାଳ ସାଢ଼େ ୯ ଯାଏ ସତର୍କ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସତର୍କ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ବରଗଡ଼, ସୋନପୁର, କନ୍ଧମାଳ, ରାୟଗଡ଼ା।

ବର୍ଷା ସମୟରେ ୫୦ରୁ ୬୦ କି.ମି ବେଗରେ ପବନ ବହିବାର ମଧ୍ୟ  ସମ୍ଭାବନା ରହିଛି। ଆଜି ସକାଳୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଆକାଶ ମେଘାଛନ୍ନ ରହିଛି। ଫଳରେ ଉପକୂଳରେ ତାତି କମିଥିବାବେଳେ ପଶ୍ଚିମ ଓଡ଼ିଶାରେ କିନ୍ତୁ ଜାରି ରହିଛି ଅସହ୍ୟ ତାତି।

ଆହୁରି ପଢ଼ନ୍ତୁ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

You might also like