ସୀମା ଟପିଲା ବିକ୍ଷୋଭକାରୀଙ୍କ ଦାଉ, ସ୍କୁଲ ବସ୍‌କୁ ବି ଟାର୍ଗେଟ୍‌ କଲେ

ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ସୋପିଆଁଠାରେ ଏକ ସ୍କୁଲ ବସ୍ ଉପରେ ପଥର ମାଡ଼ କରିଛନ୍ତି ବିକ୍ଷୋଭକାରୀ। ଏଥିରେ ଅନେକ ସ୍କୁଲ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି ଘଟଣାକୁ ସାରା ଦେଶରେ ନିନ୍ଦା କରାଯାଇଛି। ଜାମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ମେହେବୁବା ମୁଫ୍‌ତି ମଧ୍ୟ ଘଟଣାରେ କ୍ରୋଧ ପ୍ରକାଶ କରି ଦୋଷୀଙ୍କୁ ଦଣ୍ଡ ଦିଆଯିବ ବୋଲି କହିଛନ୍ତ।

ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବ୍‌ଦୁଲ୍ଲା ମଧ୍ୟ ଏହାକୁ କଡ଼ା ନିନ୍ଦା କରି ଟ୍ୱିଟ୍‌ କରିଛନ୍ତି। ଏପରି ଘଟଣାକୁ ଏକଜୁଟ୍‌ ହୋଇ ନିନ୍ଦା କରିବା କଥା ବୋଲି ଉମର ଟ୍ୱିଟ୍‌ରେ ଲେଖିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

You might also like