ଇନଭେଷ୍ଟ ଓଡ଼ିଶା ଲୋଗୋକୁ ନେଇ ବିବାଦ: ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର: ଇନଭେଷ୍ଟ ଓଡ଼ିଶା ଲୋଗୋରେ ଜଗନ୍ନାଥଙ୍କ ଗୋଟିଏ ଆଖି ପ୍ରଦର୍ଶନ ବିରୋଧରେ ଦାୟର ଜନସ୍ୱାର୍ଥ ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ୍ କରିଛନ୍ତି।  ଆବେଦନକାରୀ ଆଇନଜୀବୀ ଦେବେନ ସତ୍ୟଦର୍ଶୀ ନନ୍ଦଙ୍କ ଆବେଦନକୁ ଗ୍ରହଣ କରି ରାଜ୍ୟ ମୁଖ୍ୟ ଶାସନ ସଚିବ, ଶିଳ୍ପ ସଚିବ, ଇପିକଲ ସିଏମଡିଙ୍କୁ ହାଇକୋର୍ଟ ଏହି ନୋଟିସ ଜାରି କରିଛନ୍ତି।

ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ଉଦ୍ଦେଶ୍ୟରେ ଉଦ୍ୟୋଗୀଙ୍କୁ ଆକର୍ଷିତ କରିବା ପାଇଁ ଇନଭେଷ୍ଟ ଓଡ଼ିଶା ଇନିସିଏଟିଭ୍ ଆରମ୍ଭ ହୋଇଛି। ଏହାର ୱେବସାଇଟ୍‌ରେ ଜଗନ୍ନାଥଙ୍କର ଗୋଟିଏ ଆଖି ପ୍ରଦର୍ଶିତ କରାଯାଇଛି। ଯାହାକି ଜଗନ୍ନାଥ ସଂସ୍କୃତିର ଉଲ୍ଲଂଘନ କରୁଛି ବୋଲି ଆବେଦନକାରୀ ଅଭିଯୋଗ କରିଥିଲେ। ଏହା ଧାର୍ମିକ ଭାବନାକୁ ଆଘାତ ଦେଇଥିବା ଆବେଦନକାରୀ ଦର୍ଶାଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like