ମହାନଦୀ ବଞ୍ଚାଅ ଅଭିଯାନର ନୀରବ ‘ଜଳ ସତ୍ୟାଗ୍ରହ’

କଟକ : ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ବେଳେ ଏପଟେ ମହାନଦୀ ବଞ୍ଚାଅ ଅଭିଯାନ ପକ୍ଷରୁ କରାଯାଇଛି ନୀରବ ଜଳ ସତ୍ୟାଗ୍ରହ। କଟକ ଯୋବ୍ରା ଘାଟ ନିକଟରେ ଅଭିଯାନର ଆବାହକ ସୁଦର୍ଶନ ଦାସଙ୍କ ନେତୃତ୍ୱରେ ସଂଗଠନ ସଦସ୍ୟମାନେ ଦୁଇ ଘଣ୍ଟା ପାଣି ଭିତରେ ଛିଡ଼ା ହୋଇ ନୀରବ ଆନ୍ଦୋଳନ କରିଥିଲେ।

ଏହି ଅବସରରେ ସେମାନେ ମହାନଦୀର ସୁରକ୍ଷା ଓ ଓଡ଼ିଶାର ସ୍ୱାର୍ଥ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରିଛନ୍ତି। ଛତିଶଗଡ଼ ସରକାର ମହାନଦୀର ପାଣିକୁ ପ୍ରତିରୋଧ ନକରିବା ଲାଗି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଅଭିଯାନ ପକ୍ଷରୁ ପୋଷ୍ଟର ଓ ବ୍ୟାନର ମାଧ୍ୟମରେ ଦାବି କରାଯାଇଛି। ସେହିଭଳି ଉପର ମୁଣ୍ଡରେ ଥିବା କଲମା ଓ ଅନ୍ୟ ୬ଟି ବ୍ୟାରେଜରୁ ଗେଟ ହଟାଇ ପାଣି ଛାଡିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦିଅନ୍ତୁ ବୋଲି ସଂଗଠନ ଦାବି କରିଛି।

ଆହୁରି ପଢ଼ନ୍ତୁ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like