ବିଜେପି ବିରୋଧୀ ମହାମେଣ୍ଟର ମୂଳଦୁଆ ପଡ଼ିଲା

ନୂଆଦିଲ୍ଲୀ: ୨୦୧୯ ସାଧାରଣ ନିର୍ବାଚନ ପାଇଁ ବିଜେପି ବିରୋଧୀ ମହାମେଣ୍ଟର ମୂଳଦୁଆ ପଡ଼ିଛି। କଂଗ୍ରେସ ଏବଂ ଜେଡିଏସ୍ ମଧ୍ୟରେ ନିର୍ବାଚନ ଲଢ଼ିବା ନେଇ ଆଜି ସହମତି ହୋଇଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଉଭୟ ଦଳ ମଧ୍ୟରେ ହୋଇଥିବା ମେଣ୍ଟ ନେଇ ଘୋଷଣା କରିଛନ୍ତି କର୍ଣ୍ଣାଟକ କଂଗ୍ରେସ ନେତା କେ. ସି ବେଣୁଗୋପାଳ।

କର୍ଣ୍ଣାଟକରେ ମନ୍ତ୍ରିମଣ୍ଡଳ ଗଠନ ନେଇ ଆଜି ମୁଖ୍ୟମନ୍ତ୍ରୀ କୁମାରସ୍ୱାମୀଙ୍କ ସହ କଂଗ୍ରେସ ନେତାଙ୍କ ସହମତି ହୋଇଛି। ଜେଡିଏସକୁ ଅର୍ଥମନ୍ତ୍ରୀ ପଦ ଦେବା ନେଇ କର୍ଣ୍ଣାଟକ କଂଗ୍ରେସ ରାଜି ହୋଇଛି। ସେହିପରି ଗୃହ ଏବଂ ବେଙ୍ଗାଲୁରୁ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କଂଗ୍ରେସ ଦଳରୁ ହେବାକୁ ଉଭୟଙ୍କ ମଧ୍ୟରେ ସହମତି ହୋଇଛି। ମନ୍ତ୍ରିମଣ୍ଡଳ ଗଠନ ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ କୁମାରସ୍ୱାମୀ।  ଦୁଇ ଦଳ ମଧ୍ୟରେ ହୋଇଥିବା ମେଣ୍ଟକୁ ସୁରୁଖୁରୁରେ ଚଳାଇବାକୁ ନେଇ ଏକ ଯୁଗ୍ମ କମିଟି ମଧ୍ୟ ଗଠନ ହୋଇଛି।

 

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like