ଆଜି ଜେଇଇ ଆଡଭାନ୍ସଡ଼୍‌

ନୂଆଦିଲ୍ଲୀ/ଭୁବନେଶ୍ୱର: ସାରା ଦେଶରେ ଆଜି ଅନୁଷ୍ଠିତ ହେଉଛି ଜେଇଇ ଆଡଭାନ୍ସଡ଼୍‌।  ଆଇଆଇଟି ଓ ଏନ୍‌ଆଇଟି ଭଳି ଦେଶର ପ୍ରତିଷ୍ଠିତ ବୈଷୟିକ ଅନୁଷ୍ଠାନରେ ନାମଲେଖା ପାଇଁ ଆଜି ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେଉଛି।

ଜେଇଇ ମେନ୍‌ରୁ ସର୍ବଭାରତୀୟ ସ୍ତରରେ ମୋଟ୍ ୨ଲକ୍ଷ ୩୧ହଜାର ୨୪ ଜଣ ଜେଇଇ ଆଡଭାନ୍ସଡ଼୍‌ ପରୀକ୍ଷା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।

ସେମାନଙ୍କ ମଧ୍ୟରୁ ଓଡିଶାରୁ ୬ ହଜାର ୩୦୪ ଜଣ ଛାତ୍ରଛାତ୍ରୀ ରହିଛନ୍ତି। ରାଜ୍ୟରେ ଭୁବନେଶ୍ୱର, କଟକ, ରାଉରକେଲା ଓ ବ୍ରହ୍ମପୁର ଭଳି ୪ଟି ସହରରେ ଜେଇଇ ଆଡଭାନ୍ସଡ଼୍‌ ଲାଗି ପରୀକ୍ଷା କେନ୍ଦ୍ର ହୋଇଛି।

ଅନ୍‌ଲାଇନ୍‌ରେ ହେଉଥିବା ଏହି ପରୀକ୍ଷା ଦୁଇଟି ସିଟିଂରେ ହେବ। ପ୍ରଥମ ପେପର୍‌ ସକାଳ ୯ଟାରୁ ଆରମ୍ଭ ହୋଇ ୧୨ଟାରେ ସରିବ, ସେହିପରି ଦ୍ୱିତୀୟ ପେପର୍‌୨ଟାରୁ ୫ଟା ଯାଏଁ ଚାଲିବ।

ଛାତ୍ରଛାତ୍ରୀମାନେ ସକାଳ ୭ଟା ୩୦ ମିନିଟ୍‌ରେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଛନ୍ତି।  ପରୀକ୍ଷା ଲାଗି ସବୁ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କ ଲାଗି କଟକଣାକୁ କଡ଼ାକଡ଼ି କରାଯାଇଛି। ଜେଇଇ ଆଡଭାନ୍ସଡ଼୍‌ ରେଜଲ୍ଟ  ଆସନ୍ତା ଜୁନ୍ ୧୦ ତାରିଖରେ ପ୍ରକାଶ ପାଇବ।

ଆହୁରି ପଢ଼ନ୍ତୁ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

You might also like