ଜିତୁ ଜାକାସିକାଙ୍କୁ ସମାଲୋଚନା

ରାୟଗଡା : ଥେରୁବାଲି ଇମ୍ଫା ଆଗରେ ଆନ୍ଦୋଳନ ଓ ଅଶାନ୍ତି ପ୍ରସଙ୍ଗରେ ଆନ୍ଦୋଳନର ନେତୃତ୍ୱ ନେଉଥିବା ଜିତୁ ଜାକାସିକାଙ୍କୁ ସମାଲୋଚନା।

ନିୟମଗିରି ସୁରକ୍ଷା ମଞ୍ଚ ସଭାପତି ସିକକା ଲୋଦ କହିଛନ୍ତି, ଆଦିବାସୀଙ୍କୁ ନ୍ୟାୟ ନାଁରେ ରାଜନୀତି କରୁଛନ୍ତି ଜିତୁ। ସେ ନିୟମଗିରି ଆଦିବାସୀଙ୍କ ପାଇଁ ନୁହେଁ, ବରଂ ନିଜ ସ୍ୱାର୍ଥ ପାଇଁ ଆନ୍ଦୋଳନ କରୁଛନ୍ତି। ଜିତୁ ପ୍ରକୃତ ଡଙ୍ଗରିଆ କନ୍ଧ ନୁହଁନ୍ତି ବୋଲି କହିଛନ୍ତି ସିକକା ଲୋଦ।

ଆହୁରି ପଢ଼ନ୍ତୁ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

You might also like