ତେଲକୋଇରେ ହାତୀ ଉପଦ୍ରବ

କେନ୍ଦୁଝର  : କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳରେ ବଣୁଆ ହାତୀଙ୍କ ଉପଦ୍ରବ। ୪ ଦିନ ହେଲାଣି ଗୋଟିଏ ହାତୀ ପଲ ଏହି ଅଞ୍ଚଳରେ ବ୍ୟାପକ କ୍ଷତି କଲେଣି।ତେଲକୋଇ ବ୍ଲକର ସରୁଆଳି ଓ ସିଙ୍କୁଳା ବାହାଲର ଆମ୍ବ ବଗିଚାରେ ବହୁ ଗଛ ଭାଙ୍ଗି ଦେଇଛନ୍ତି।

ଏହା ସହିତ ଆମ୍ବ ମଧ୍ୟ ନଷ୍ଟ କରିଛନ୍ତି। ତେଲକୋଇରେ ପ୍ରାୟ ୫ ହଜାର ହେକ୍ଟର ଜମିରେ ଆମ୍ବ ଚାଷ କରାଯାଇଛି। କିନ୍ତୁ ହାତୀମାନେ ବହୁ ଫଳନ୍ତି ଗଛ ଭାଙ୍ଗି ଦେଇଥିବାରୁ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। କ୍ଷତିପୂରଣ ସହିତ ହାତୀ ଉପଦ୍ରବର ସ୍ଥାୟୀ ସମାଧାନ ଦାବି କରିଛନ୍ତି ସେମାନେ।

ତେବେ ବନ ବିଭାଗ ପକ୍ଷରୁ କୁହାଯାଇଛି ଯେ, କ୍ଷୟକ୍ଷତି ଆକଳନ କରି ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ। ତା ସହିତ ହାତୀଙ୍କୁ ଘଉଡ଼ାଇବାକୁ ମଧ୍ୟ ଚେଷ୍ଟା କରାଯାଉଛି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like