କେ.ଜି. ବୋପେଆ କର୍ଣ୍ଣାଟକର ଅସ୍ଥାୟୀ ବାଚସ୍ପତି ନିଯୁକ୍ତ: ଆପତ୍ତି ଉଠାଇଲା କଂଗ୍ରେସ

ବେଙ୍ଗାଲୁରୁ: କର୍ଣ୍ଣାଟକର ବିଧାନସଭାର ପରବର୍ତ୍ତୀ ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ବରିଷ୍ଠ ବିଜେପି ନେତା କେ.ଜି. ବୋପେଆ। ଅସ୍ଥାୟୀ ବାଚସ୍ପତି ଭାବେ ବୋପେଆଙ୍କୁ ନିଯୁକ୍ତ କରିଛନ୍ତି ରାଜ୍ୟପାଳ ବାଜୁ ଭାଇ ବଳ। ପୂର୍ବରୁ ୨୦୦୯ରୁ ୨୦୧୩ ମସିହା ପର୍ଯ୍ୟନ୍ତ କର୍ଣ୍ଣାଟକ ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି ସେ। କେଜି ବୋପେଆ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କ ଖୁବ୍ ନିକଟତର ଲୋକ ବୋଲି କୁହାଯାଉଛି।

ଏହାକୁ ନେଇ ଆପତ୍ତି ଉଠାଇଛି କଂଗ୍ରେସ। ବୋପେଆଙ୍କୁ କାହିଁକି ବାଚସ୍ପତି ନିଯୁକ୍ତ କରାଗଲା ବୋଲି ପ୍ରଶ୍ନ କରିଛି କଂଗ୍ରେସ। ବହୁ ବରିଷ୍ଠ ବିଧାୟକଙ୍କ ଅଣଦେଖା କାହିଁକି କରାଗଲା ବୋଲି ଅଭିଯୋଗ କରିଛି ଦଳ।

 

ଆହୁରି ପଢ଼ନ୍ତୁ

ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୧୩ ଦିନରେ ୧୦ ଲକ୍ଷ ସୁସ୍ଥ

ଭାରତର ସାର୍ବଭୌମତ୍ୱ ରକ୍ଷାର ପ୍ରୟାସକୁ ସମର୍ଥନ କଲା ଆମେରିକା

ନଭେମ୍ବର ଶେଷ ଯାଏ ବଢ଼ିଲା ଅନ୍‌ଲକ୍‌ ୫.୦ ଗାଇଡ୍‌ ଲାଇନ କଟକଣା

ଏବେ ଯେକୌଣସି ବ୍ୟକ୍ତି ଜାମ୍ମୁ କାଶ୍ମୀରରେ କିଣି ପାରିବେ ଜାଗା

ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍‌ବୁକ ଫ୍ରେଣ୍ଡ

ଲଭ୍‌-ଜିହାଦ୍‌ରୁ ହତ୍ୟା! ସିସିଟିଭିରେ କଏଦ୍‌ ହେଲା ଭିଡିଓ

ଅଓ୍ୱନ୍ତିପୋରାରେ ଏନ୍‌କାଉଣ୍ଟର: ଆତ୍ମସମର୍ପଣ କଲା ଆତଙ୍କୀ

କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍

ହାଥରସ ଘଟଣା: ସୁପ୍ରିମକୋର୍ଟ କହିଲେ ୟୁପିରୁ ବାହାରକୁ ସ୍ଥାନାନ୍ତର ହେବନି ମାମଲା

୨ ଲକ୍ଷରୁ ଅଧିକ ଟଙ୍କାର ପିଆଜ ଚୋରି

ଭାରତ-ଆମେରିକା ଟୁ ପ୍ଲସ ଟୁ ବୈଠକ: BECA ରାଜିନାମା ସ୍ୱାକ୍ଷର କରିବେ ଦୁଇ ଦେଶ

ବିହାର ନିର୍ବାଚନ: ୩୪% ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା

You might also like