ଇନ୍ଦ୍ରାଣୀ ଓ ପିଟର ମୁଖାର୍ଜୀଙ୍କ ସହ କାର୍ତ୍ତି ଚିଦାମ୍ବରମଙ୍କ ହେବ ମୁହାଁମୁହିଁ ଜେରା

ମୁମ୍ବାଇ:  INX ଲାଞ୍ଚ ମାମଲାରେ ଗିରଫ ହୋଇଥିବା କାର୍ତ୍ତି ଚିଦାମ୍ବରମଙ୍କୁ ମୁମ୍ବାଇ ନେଇଛି ସିବିଆଇ। ସେଠାରେ ଇନ୍ଦ୍ରାଣୀ ମୁଖାର୍ଜୀ ଓ ପିଟର ମୁଖାର୍ଜୀଙ୍କ ସହିତ କାର୍ତ୍ତି ଚିଦାମ୍ବରମଙ୍କୁ ସିବିଆଇ ମୁହାଁମୁହିଁ କରି ଜେରା କରିବ।

ପିଟର ମୁଖାର୍ଜୀ ଆଗରୁ INX  ମିଡିଆର ସହ-ମାଲିକ ଥିଲେ।  ଅଭିଯୋଗ ଅନୁସାରେ, ୨୦୦୭ରେ FDI ପାଇଁ ଅନୁମତି ଦେବାକୁ ସେତେବେଳର କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଭେଟିଥିଲେ ପିଟର ମୁଖାର୍ଜୀ।  FDI ପାଇଁ ଅନୁମତି ବଦଳରେ ପୁଅ କାର୍ତ୍ତି ଚିଦାମ୍ବରମଙ୍କ ବ୍ୟବସାୟରେ ସାହାଯ୍ୟ କରିବାକୁ ଚିଦାମ୍ବରମ କୁଆଡ଼େ ପିଟର ମୁଖାର୍ଜୀଙ୍କୁ କହିଥିଲେ।

୩ ଶହ କୋଟି ଟଙ୍କାର FDI ଲାଗି କାର୍ତ୍ତି ଚିଦାମ୍ବରମ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ମଧ୍ୟ ଅଭିଯୋଗ ଅଛି। ତେବେ ଏହି ଅଭିଯୋଗକୁ ପି. ଚିଦାମ୍ବରମ୍ ଓ କାର୍ତ୍ତି ଚିଦାମ୍ବରମ ଖଣ୍ଡନ କରୁଛନ୍ତି।  ଗତ ବୁଧବାର କାର୍ତ୍ତି ଚିଦାମ୍ବରମଙ୍କୁ ଗିରଫ କରିବା ପରେ ମଙ୍ଗଳବାର ଯାଏ ତାଙ୍କୁ ରିମାଣ୍ଡରେ ନେଇଛି ସିବିଆଇ।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like